21 C
Bhubaneswar
Saturday, January 16, 2021
No menu items!
Home ମୁଖ୍ୟ ଖବର ପରୀ ହତ୍ୟା ଘଟଣା: ନୟାଗଡ଼ ଏସପିଙ୍କୁ ସମନ

ପରୀ ହତ୍ୟା ଘଟଣା: ନୟାଗଡ଼ ଏସପିଙ୍କୁ ସମନ

ଭୁବନେଶ୍ୱର: ନୟାଗଡ଼ର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡ ମାମଲାରେରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ ନୟାଗଡ଼ ଏସପିଙ୍କୁ ସମନ କରିଥିବା ଜଣାଯାଇଛି। ସୂଚନା ଅନୁସାରେ, ପରୀ ହତ୍ୟାକାଣ୍ଡ ନେଇ ଏନସିପିସିଆର ନୟାଗଡ଼ ଏସପିଙ୍କ ଉପରେ ଅସନ୍ତୁଷ୍ଟ ବ୍ୟକ୍ତ କରିଛନ୍ତି । ଏନେଇ ନୟାଗଡ଼ ଏସପି ଆସନ୍ତା ୯ ତାରିଖରେ ଏନସିପିସିଆରଙ୍କ ନିକଟରେ ହାଜର ହେବାକୁ କୁହାଯାଇଛି । ତେବେ ଏହି ସମ୍ବେଦନଶୀଳ ମାମଲାରେ ଏସପି କଣ ପଦକ୍ଷେପ ନେଇଛନ୍ତି ତାହା ସେ ହାଜର ହୋଇ ଜଣାଇବାକୁ ଦର୍ଶାଯାଇଛି । ଏନସିପିସିଆରଙ୍କ ଏହି ସମନ ପରେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିପାତ୍ର ଏନସିପିସିଆରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସୂଚନାଯୋଗ୍ୟ ଯେ ସମ୍ବିତ କିଛିଦିନ ପୂର୍ବରୁ ଏନସିପିସିଆରଙ୍କୁ ଭେଟି ପରୀ ଘଟଣାରେ ସ୍ମାରକପତ୍ର ପ୍ରଦାନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Most Popular

ରବିବାରର ରାଶିଫଳ…

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବ ଅନ୍ୟକୁ ଦେଇଥିବା...

କୋଭିଡ 19 ଟିକାକରଣ କେନ୍ଦ୍ର ଭାବରେ ଉତ୍କଳ ହସ୍ପିଟାଲ ମନୋନୀତ

ଭୁବନେଶ୍ୱର: ଦେଶବ୍ୟାପୀ କୋଭିଡ ଟୀକାକରଣ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶ ବିଶେଷ ଭାବରେ ଟିକିରୀର ଉସାପଡା ସ୍ଥିତ ଉତ୍କଳ ହସ୍ପିଟାଲକୁ ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଟିକିରି ଅଞ୍ଚଳ ପାଇଁ...

ରାଜ୍ୟକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ । ମକର ପରେ ପୁଣି ଥରେ ଥଣ୍ଡା ଅନୁଭୂତ ହୋଇଛି । ଗତକାଲି ୯ଟି ସହରରେ ପାରଦ ୧୧ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ଫୁଲବାଣୀରେ ୬...

ରାଜ୍ୟରେ ଆରମ୍ଭ ହୋଇଛି ଟୀକାକରଣ: ଫିଡ଼ବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ...

Recent Comments