21 C
Bhubaneswar
Saturday, January 16, 2021
No menu items!
Home ରାଶିଫଳ ଶନିବାରର ରାଶିଫଳ

ଶନିବାରର ରାଶିଫଳ

ମେଷ : ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ଘାତଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଦୁର୍ଘଟଣା ପ୍ରତି ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ।

ବୃଷ: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ ରହିବ । କର୍ମର ଅସ୍ଥିରତା, ବାଧାବିଘ୍ନ ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ । ମନ ଚଳଚଞ୍ଚଳ ରହିବ ଓ ପରିବାରରେ ପରସ୍ପର ମଧ୍ୟରେ ବୁଝାମଣାର ଅଭାବ ରହିବ ।

ମିଥୁନ : ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ ଓ ଆୟର ମାର୍ଗ ସବୁଆଡ଼ୁ ଖୋଲିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଓ କୌଣସି ବିଶେଷ ସୂତ୍ରରୁ ଧନଲାଭ ହେବ । କର୍ମରେ ସଫଳତା, ପ୍ରଶଂସା ଓ ଆତ୍ମସନ୍ତୋଷ ଲାଭ କରିବେ । ନୂତନ ଭୂମି କିମ୍ବା ମୂଲ୍ୟବାନ ଧାତୁ କ୍ରୟ କରିପାରନ୍ତି ।

କର୍କଟ: କର୍ମ ପ୍ରତି ଧ୍ୟାନ ଅଧିକ ରହିବ ଓ ସମସ୍ତ କର୍ମରେ ସଫଳତା ଏବଂ ଆତ୍ମସନ୍ତୋଷ ପାଇବେ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ମାନସିକ, ପାରିବାରିକ ଶାନ୍ତି ଓ ମନରେ ଉତ୍ସାହ ଉଦ୍ଦୀପନା ଭାବ ଜାଗ୍ରତ ହେବ ।

ସିଂହ : ଆର୍ଥିକ ଅବସ୍ଥାରେ ଓ ଭାଗ୍ୟରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଆତ୍ମସନ୍ତୋଷ ଓ ପଦସ୍ଥ କର୍ମ•ରୀଙ୍କ କୃପାଲାଭ କରିବେ । ଗୁରୁଜନଙ୍କ କୃପା ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ପାଇବେ ।

କନ୍ୟା: ଅଷ୍ଟମ ଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ଶାରୀରିକ ପୀଡ଼ା ଓ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । କର୍ମ ପ୍ରତି ଅନାଗ୍ରହ ଭାବ ଜାଗ୍ରତ ହେବ ଓ ସମସ୍ତ କର୍ମରେ ବାଧାବିଘ୍ନ ସୃଷ୍ଟି ହେବ । ଧନକ୍ଷତି ଓ ପରିବାରରେ ବିବାଦ ହୋଇପାରେ ।

ତୁଳା : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ପ୍ରଶଂସା ଓ ମହିଳା ସହକର୍ମୀଙ୍କ ସହଯୋଗ ଲାଭ କରିବେ । ମୂଲ୍ୟବାନ ଧାତୁ କିମ୍ବା ବସନଭୂଷଣ କ୍ରୟ କରିବେ । ପରିବାରର କୌଣସି ସଦସ୍ୟଙ୍କ ମାଙ୍ଗଳିକ

ବିଛା : ସହକର୍ମୀଙ୍କ ସହଯୋଗରେ ସମସ୍ତ କର୍ମରେ ଆ
ଶାତୀତ ସଫଳତା ପାଇବେ । ଅତି କଷ୍ଟସାଧ୍ୟ କାମ ମଧ୍ୟ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ସମସ୍ତଙ୍କୁ ବଶୀଭୂତ କରିବାର ଶକ୍ତି ଜାଗ୍ରତ ହେବ ।

ଧନୁ: ବାପାମା’ଙ୍କ କୃପାଲାଭ କରିବେ ଏବଂ ସନ୍ତାନମାନେ ଆଜ୍ଞାଧୀନ ହେବେ । ମନରେ ଉତ୍ସାହ ଓ ଉଦ୍ଦୀପନା ଭାବ ଜାଗ୍ରତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମ କରିବାର ଶୈଳୀରେ ପରିବର୍ତ୍ତନ ଘଟିବ । ଆପଣଙ୍କ କର୍ମରେ ସମସ୍ତଙ୍କୁ ଆପଣାର କରିବେ ।

ମକର: ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ । ବିଶେଷ କରି ପରିବହନ ବ୍ୟବସାୟ ଆଜି ଖରାପ ରହିବ ।

କୁମ୍ଭ: ପରିବାର ସଦସ୍ୟଙ୍କ ସହାୟତା ଓ ଭାଇଭଉଣୀଙ୍କ ସହ ସମ୍ପର୍କ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ବ୍ୟବସାୟ ବଢ଼ାଇବା ପାଇଁ ଚିନ୍ତା କରିବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଭାବ ବୃଦ୍ଧି ପାଇବ ଏବଂ କର୍ମରେ ଆତ୍ମସନ୍ତୋଷ ପାଇବେ ।

ମୀନ: ଆୟର ମାର୍ଗ ସବୁଆଡ଼ୁ ଖୋଲିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ । କର୍ମରେ ଆତ୍ମସନ୍ତୋଷ ଓ ଦରମାରେ କିଛି ବୃଦ୍ଧି ଘଟିପାରେ । କୌଣସି ବିଶେଷ ସୂତ୍ରରୁ ଧନ ମିଳିବ ଓ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ।

LEAVE A REPLY

Please enter your comment!
Please enter your name here

Most Popular

ରବିବାରର ରାଶିଫଳ…

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବ ଅନ୍ୟକୁ ଦେଇଥିବା...

କୋଭିଡ 19 ଟିକାକରଣ କେନ୍ଦ୍ର ଭାବରେ ଉତ୍କଳ ହସ୍ପିଟାଲ ମନୋନୀତ

ଭୁବନେଶ୍ୱର: ଦେଶବ୍ୟାପୀ କୋଭିଡ ଟୀକାକରଣ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶ ବିଶେଷ ଭାବରେ ଟିକିରୀର ଉସାପଡା ସ୍ଥିତ ଉତ୍କଳ ହସ୍ପିଟାଲକୁ ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଟିକିରି ଅଞ୍ଚଳ ପାଇଁ...

ରାଜ୍ୟକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ । ମକର ପରେ ପୁଣି ଥରେ ଥଣ୍ଡା ଅନୁଭୂତ ହୋଇଛି । ଗତକାଲି ୯ଟି ସହରରେ ପାରଦ ୧୧ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ଫୁଲବାଣୀରେ ୬...

ରାଜ୍ୟରେ ଆରମ୍ଭ ହୋଇଛି ଟୀକାକରଣ: ଫିଡ଼ବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ...

Recent Comments