ଅପରାଧଓଡ଼ିଶା ଖବରନ୍ୟୁଜ୍

ଆସିଲା ଟେଲି ଅଭିନେତ୍ରୀ ରଶ୍ମୀରେଖାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଆସିଲା ଟେଲି ଅଭିନେତ୍ରୀ ରଶ୍ମୀରେଖାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା ମାମଲା । ଆଜି ରଶ୍ମିରେଖାଙ୍କ ପୋଷ୍ଟମର୍ଚମ ରିପୋର୍ଟ ଆସିଛି । ତେବେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି ।

ତେବେ ଶରୀରରେ କୌଣସି କ୍ଷତ ଚିହ୍ନ ମଧ୍ୟ ନାହିଁ । ଏହାସହିତ ରଶ୍ମିରେଖାଙ୍କ ଶରୀରରେ ବିଷକ୍ରିୟା ନଥିବା ମଧ୍ୟ ସ୍ପଷ୍ଟ ହୋଇଛି । ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ରଶ୍ମିରେଖା ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ସେପଟେ ରାଜା ଓ ପୁରୁଷବନ୍ଧୁ ସନ୍ତୋଷକୁ ହାଜର ହେବାକୁ ସମନ ହୋଇଛି । ଉଭୟଙ୍କୁ ନୟାପଲ୍ଲୀ ଥାନା ପୋଲିସ ସମନ ଜାରି କରିଛି । ତେବେ ରଶ୍ମିରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ହତ୍ୟା କରିଥିବା ରଶ୍ମିରେଖାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ ।

Related posts

ସ୍ତ୍ରୀର ଖୁସି ପାଇଁ ପ୍ରତିଦିନ ଚୋରି

Odisha Halchal

ଅଫିସ୍ ରେ ଛୁଟି ନମିଳିବାରୁ ଆତ୍ମହତ୍ୟା କଲେ ଅଗ୍ନିଶମ ବାହିନୀ କର୍ମଚାରୀ

Odisha Halchal

ପିତାମାତାଙ୍କ ସ୍ମୃତିରେ ଶ୍ରୀମଦ ଭାଗବତ କଥା ମୃତ ପାରାୟଣ

Odisha Halchal

Leave a Comment