ଦେଶ ବିଦେଶନ୍ୟୁଜ୍ବିଶେଷ ଖବର

ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ

ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ

ଆହୁରି ମହଙ୍ଗା ହୋଇପାରେ ପେଟ୍ରୋଲ ଡିଜେଲ ଦର। ରୁଷ-ୟୁକ୍ରେନ୍‌ ଯୁଦ୍ଧ ଭିତରେ ପୁଣି ବଢ଼ିଲା ଅଶୋଧିତ ତୈଳ ଦର। ବ୍ୟାରେଲ ପିଛା ୧୩୦ ଡଲାର ଅତିକ୍ରମ କରିଛି କ୍ରୁଡ୍‌ ଅଏଲ୍‌। ଦୁଇ ଦିନ ଭିତରେ ଅଶୋଧିତ ତଳ ଦର ୧୦ ପ୍ରତିଶତ ବୃଦ୍ଧି ପାଇ ୧୩୦ ଡଲାର ପାର କରିଛି। ୨୦୧୪ ପରେ ପ୍ରଥମ ଥର ପାଇଁ ବିଶ୍ୱ ବଜାରରେ ତୈଳ ଦର ସର୍ବାଧିକ ସ୍ତରରେ ପହଞ୍ଚିଛି।

ୟୁକ୍ରେନ ଉପରେ ରୁଷର ଆକ୍ରମଣକୁ ନେଇ ୟୁରୋପୀୟ ରାଷ୍ଟ୍ର ଓ ଆମେରିକା ରୁଷରୁ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଫଳରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଅଭାବ ଦେଖାଦେଇଛି। ଏହି କାରଣରୁ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ବ୍ୟାରେଲ ପିଛା ୧୩୦.୩ ଡଲାରରେ ପହଁଚିଛି।

Related posts

ସେ ଜଣେ କ୍ୟାରେକ୍ଟରଲେସ୍‌

Odisha Halchal

ତାଳଚେର ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଗ୍ନିକାଣ୍ଡ

Odisha Halchal

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ଯୌତୁକ ଜନିତ ହତ୍ୟା ଅଭିଯୋଗ

Odisha Halchal

Leave a Comment