ଓଡ଼ିଶା ଖବରନ୍ୟୁଜ୍

ଉପନିର୍ବାଚନ ପାଇଁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ

ଉପନିର୍ବାଚନ ପାଇଁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ

ଭଦ୍ରକ ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜୁ ଜନତା ଦଳ । ଅବନ୍ତୀ ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି । ଅବନ୍ତୀ ବର୍ତ୍ତମାନ ତିହିଡ଼ି ବ୍ଲକ୍‌ର ଚେୟାରମ୍ୟାନ୍‌ ଅଛନ୍ତି ।

କଂଗ୍ରେସ ଆଜି ଅପରାହ୍ନରେ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ବାବା ହରେକୃଷ୍ଣ ସେଠୀଙ୍କ ନାମକୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଅନୁମୋଦନ କରିଛନ୍ତି।

ଏନେଇ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ମୁକୁଲ ୱାସନିକ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦେଇଥିଲେ।
ସେହିଭଳି ଦୁଇଦିନ ପୂର୍ବରୁ ଭାରତୀୟ ଜନତା ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଛି। ସୂର୍ଯ୍ୟବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି।

Related posts

ଜେଲ୍‌ର ୮୩ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ

Odisha Halchal

ଦନ୍ତାହାତୀର ମୃତ୍ୟୁ ପାଇଁ ଦାୟୀ କିଏ?

Odisha Halchal

ପାଣି ଟାଙ୍କି ତଳେ ପଡିଛି ଯୁବତୀଙ୍କ ମୃତଦେହ

Odisha Halchal

Leave a Comment