ଓଡ଼ିଶା ଖବରନ୍ୟୁଜ୍

କାଜୁ ଜଙ୍ଗଲରୁ ଝୁଲୁଛି ଯୁବକଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କାଜୁ ଜଙ୍ଗଲରୁ ଝୁଲୁଛି ଯୁବକଙ୍କ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର ଜିଲ୍ଲା ପାଟଣା ଥାନା ମୂଷାଖୋରୀ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଧନୁର୍ଯ୍ୟୟପୁର ଗ୍ରାମର ସଞ୍ଜନ ମହାରଣା ବୋଲି ଜଣା ପଡିଛି ।

ସଞ୍ଜନକୁ କେହି ହତ୍ୟା କରି ଗଛରେ ଝୁଲାଇ ଦେଇ ଆତ୍ମହତ୍ୟା କରିଥିବାର ରୂପ ଦିଆ ଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ଘଟଣା ସ୍ଥଳରେ ପାଟଣା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି

Related posts

ନିଜ ବାଇକ ରେ ନିଜେ ଦୁର୍ଘଟଣା

Odisha Halchal

SBI ଗ୍ରାହକଙ୍କ ପାଇଁ ଖୁସି ଖବର, ଆଜିଠୁ FD ଉପରେ ମିଳିବ ଅଧିକ ସୁଧ

Odisha Halchal

କ୍ୟାମେରାମ୍ୟାନ୍‌ ମାନସ ସ୍ୱାଇଁ ହତ୍ୟା ଘଟଣା, ଶର୍ମିଷ୍ଠାଙ୍କ ଭାଇ ପରମେଶ୍ବର ଗିରଫ

Odisha Halchal

Leave a Comment