ଅପରାଧଓଡ଼ିଶା ଖବରନ୍ୟୁଜ୍

ପୋଖରୀରୁ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର, ୨ ଦିନ ପୂର୍ବରୁ ଥିଲେ ନିଖୋଜ

ପୋଖରୀରୁ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର, ୨ ଦିନ ପୂର୍ବରୁ ଥିଲେ ନିଖୋଜ

ଖୋର୍ଦ୍ଧା କାହ୍ନୁସାଗର ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ଉଦ୍ଧାର ମୃତଦେହ ନୟାଗଡ ଜିଲ୍ଲା ରାଜସୁନାଖଳା ଅଞ୍ଚଳର ଗଣେଶ୍ଵର ସାହୁଙ୍କର ବୋଲି ଜଣାପଡିଛି ।

ମୃତକ ଖୋର୍ଦ୍ଧାର ଏକ ଫୁଲ ଦୋକାନରେ ରହି କାମ କରୁଥିଲେ । ଗଣେଶ୍ବର ଦୁଇ ଦିନ ପୂର୍ବରୁ ନିଖୋଜ ଥିଲେ । ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇଛି ।

ଯୁବକଙ୍କ ମୃତ୍ୟୁର କାରଣ ଖୋଜିବା ପାଇଁ ଆଦର୍ଶ ଥାନା ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

Related posts

ସମ୍ବଲପୁର ବିଶ୍ବବିଦ୍ୟାଳୟ କୁଳପତିଙ୍କ ବିରୋଧରେ ଲାଗିଲା ବେନାମୀ ପୋଷ୍ଟର

Odisha Halchal

ଟେଲି ଅଭିନେତ୍ରୀ ରଶ୍ମୀରେଖା ମୃତ୍ୟୁ ମାମଲା, ଦୁଇ ବୟଫେଣ୍ଡଙ୍କୁ ଜେରା

Odisha Halchal

ମାଓବାଦୀଙ୍କ ପୁଲିସ ନିକଟରେ ଆତ୍ମସମର୍ପଣ

Odisha Halchal

Leave a Comment