ଓଡ଼ିଶା ଖବରନ୍ୟୁଜ୍

ମାର୍ଚ୍ଚ ୩୧ ପୁର୍ବରୁ ବସିବ ବିଧାନସଭା ଅଧିବେଶନ, ରାଜ୍ୟପାଳଙ୍କ ଅନୁମୋଦନକୁ ଅପେକ୍ଷା

ମାର୍ଚ୍ଚ ୩୧ ପୁର୍ବରୁ ବସିବ ବିଧାନସଭା ଅଧିବେଶନ, ରାଜ୍ୟପାଳଙ୍କ ଅନୁମୋଦନକୁ ଅପେକ୍ଷା

ମାର୍ଚ୍ଚ ୩୧ ପୁର୍ବରୁ ବସିବ ବିଧାନସଭା ଅଧିବେଶନ । ରାଜ୍ୟପାଳଙ୍କ ଅନୁମୋଦନ ପରେ ବସିବ ବିଧାନସଭା ଅଧିବେଶନ । ରାଜ୍ୟପାଳଙ୍କ ଅନୁମୋଦନ ପରେ ବିଧିବଦ୍ଧ ଭାବେ ତାରିଖ ଘୋଷଣା କରାଯିବ ।

ଏହା ପରେ ଅଧିବେଶନ ଆରମ୍ଭ ହେବ । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୁଚନା ଦେଇଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଯେଉଁ ସଦସ୍ୟ ମାନେ ଗୃହକୁ ଆସି ପାରିବେନି ତାଙ୍କ ପାଇଁ ଭିଡିଓ କନଫରେନ୍ସିଂର ବ୍ୟବସ୍ଥା କରାଯିବ ।

ବିଭିନ୍ନ ବିଲ୍ , ଆଲୋଚନା , ତାରକା ଚିହ୍ନିତ ପ୍ରଶ୍ନ, ପ୍ରଶ୍ନକାଳ ,ଶୂନ୍ୟକାଳ ରହିଛି। ସମସ୍ତଙ୍କୁ ନେଇ ଗୃହ କାର‌୍ୟ୍ୟ ସୁରୁଖୁରୁ ରେ ଚାଲିବ ବୋଲି ବାଚସ୍ପତି ଆଶା ପ୍ରକାଶ କରିଛନ୍ତି।

Related posts

ଦୀପାବଳି ପାର୍ଟିରେ କାଜୋଲଙ୍କ ଲାଡଲିଙ୍କୁ ଦେଖି ଚିହ୍ନି ପାରିଲେନି ଫ୍ୟାନ୍ସ,

Odisha Halchal

ଯୁବତୀଙ୍କ ଘର ଆଗରୁ ଯୁବକଙ୍କ ମୃତଦେହ ଉଦ୍ଧାର

Odisha Halchal

ଆମେରିକାରେ ଭାରତୀୟ ଯବାନ ଦୌଡକୁଦରେ ରଚିଲେ ଇତିହାସ

Odisha Halchal

Leave a Comment