ଓଡ଼ିଶା ଖବରନ୍ୟୁଜ୍

ଶ୍ରୀଜିଉଙ୍କ ବନକଲାଗି, ଅପରାହ୍ନ ୫ରୁ ରାତି ୯ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ଶ୍ରୀଜିଉଙ୍କ ବନକଲାଗି, ଅପରାହ୍ନ ୫ରୁ ରାତି ୯ ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ ।

ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Related posts

ସାମି ଗୀତର ନୂଆ ଭେରାଇଟିର ନାଚ

Odisha Halchal

ଜିଲ୍ଲାରୁ ତିନିଜଣ ଜାତୀୟ ସମ୍ମାନରେ ପୁରସ୍କୃତ

Odisha Halchal

ବିଜେପି ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼

Odisha Halchal

Leave a Comment