ଅପରାଧଓଡ଼ିଶା ଖବରନ୍ୟୁଜ୍

ସିନେମା ସୁଟିଂ ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ସିନେମା ସୁଟିଂ ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ସିନେମା ସୁଟିଂ ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲା, ଅଭିଯୁକ୍ତଙ୍କୁ ଖୋର୍ଦ୍ଧାରୁ ବାନ୍ଧିଲା ପୋଲିସ
ସିନେମା ସୁଟିଂ ନାଁରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଏପରି ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଛି ପୋଲିସ । ଅଧିକ ତଦନ୍ତ ଲାଗି ପଚରାଉଚରା ଜାରି ରହିଛି ପୋଲିସ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ।

ଖବର ଅନୁଯାୟୀ, ଗତ ମାର୍ଚ୍ଚ ୪ତାରିଖ ଦିନ ରାତିରେ ସୁଟିଂ ବାହାନାରେ ଯୁବତୀଙ୍କ ଘରୁ ଡାକି ଆଣିଥିଲେ । ପରେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ଆସିଛି । ଅଭିଯୋଗ ଆସିବା ପରେ ତଦନ୍ତ ଆରମ୍ଭ କରିଥିଲା ପୋଲିସ । ଏହିକ୍ରମରେ ଅଭିଯୁକ୍ତ ସରୋଜ ବିଶ୍ୱାଳକୁ ଖୋର୍ଦ୍ଧାରୁ ଗିରଫ କରିଛି ଭରତପୁର ଥାନା ପୋଲିସ ।

Related posts

ଚିତାବାଘ ଚମଡ଼ା ଜବତ

Odisha Halchal

ଗରମତେଲରେ ନିଆଁ ଲାଗି ଅଘଟଣ

Odisha Halchal

ହତ୍ୟାକୁ ଆତ୍ମହତ୍ୟାର ରୂପ ଦେଉଥିବା ଅଭିଯୋଗ

Odisha Halchal

Leave a Comment